ବଲାଙ୍ଗିର ଜିଲ୍ଲାରେ କରୋନା ସଂକ୍ରମଣ : ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ରିପୋଟରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳରୁ ୪ଜଣ ଆକ୍ରାନ୍ତ ହୋଇଥିବା ବେଳେ ବେଲପଡା, ପୁଇଁନ୍ତଲା ଓ ସଇଁନ୍ତଲା ବ୍ଲକରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖପ୍ରାଖୋଲ ବ୍ଲକରୁ ୨ଜଣ ସଂକ୍ରମିତ ହୋଇଥିବା କୁହାଯାଇଛି ।

Leave A Reply

Your email address will not be published.