om academy

ବଲାଙ୍ଗିର ଜିଲ୍ଲାରେ ଆଜି ୭ ଜଣ କରୋନା ଆକ୍ରାନ୍ତ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୭ ଜଣ କରୋନା ଆକ୍ରାନ୍ତ ହୋଇଥିବା ସରକାରୀ ସୂତ୍ରରେ ସୂଚନା ଦିଆଯାଇଛି । ବଲାଙ୍ଗିର ମ୍ୟୁନିସିପାଲିଟି ଅଂଚଳ ୱାର୍ଡ ନଂ.୧୯ରୁ ଦୁଇ ଜଣ, ବେଲପଡ଼ା ବ୍ଲକ୍‌ ସୁଲେକେଲା ଗ୍ରା.ପ.ରୁ ଜଣେ, ପାଟଣାଗଡ଼ ବ୍ଲକ୍‌ ମରୁଆଁ ଗ୍ରା.ପ.ରୁ ଜଣେ, ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୮ରୁ ଜଣେ, ପୁଇଁନ୍ତଲା ବ୍ଲକ୍‌ ବୁବେଲ ଗ୍ରା.ପ.ରୁ ଜଣେ ଓ ଟିଟିଲାଗଡ଼ ପୌରାଂଚଳ ୱାର୍ଡ ନଂ.୧ରୁ ଜଣେ କରୋନା ସଂକ୍ରମିତ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରେ ଏବେ ୨୬୫ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.