centurian jitm

ବଲାଙ୍ଗିର ଜିଲ୍ଲାରେ ନୂଆ କୋଭିଡ଼ ଆକ୍ରାନ୍ତଙ୍କ ସଂଖ୍ୟା ୪

nschool

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ନୂଆ କୋଭିଡ଼ ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୨ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବେଲପଡ଼ା ବ୍ଲକର ବାଗଡେ଼ାର, ସଇଁନ୍ତଲା ବ୍ଲକର ବୁଢ଼ାବାହାଲ ଓ ତୁରେକେଲା ବ୍ଲକର ତୁରେକେଲା ଗ୍ରା.ପ.ରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.