ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବଲାଙ୍ଗିର ପୌରାଞ୍ଚଳ ୱାର୍ଡ ନମ୍ବର ୨ରୁ ଏହି ସଂକ୍ରମିତ ଜଣକ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.