oom

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବେଲପଡା ବ୍ଲକ ମଣ୍ଡଲ ଗ୍ରା.ପ.ରୁ ଜଣେ, ଦେଓଗାଁ ବ୍ଲକ ଗୌରଗୋଠ ଗ୍ରା.ପ.ରୁ ଜଣେ, ପାଟଣାଗଡ ବ୍ଲକ ଉଲ୍‌ବା ଗ୍ରା.ପ.ରୁ ଜଣେ, ସଇଁନ୍ତଲା ବ୍ଲକ କରମତଲା ଗ୍ରା.ପ.ରୁ ଜଣେ ଏବଂ ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ. ୧୦ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jittmm
Leave A Reply

Your email address will not be published.