om academy

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୮

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଳାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବେଲପଡା ବ୍ଲକ ବେଲପଡା ଗ୍ରା.ପ.ରୁ ଜଣେ, ଦେଓଗାଁ ବ୍ଲକ ସିକୁଆଁ ଗ୍ରା.ପ.ରୁ ଜଣେ, ଖପ୍ରାଖୋଲ ବ୍ଲକ ଖପ୍ରାଖୋଲ ଗ୍ରା.ପ.ରୁ ଜଣେ, ପାଟଣାଗଡ ଏନ୍‌ଏସି ୱାର୍ଡ ନଂ. ୯ରୁ ୨ ଜଣ, ସଇଁନ୍ତଲା ବ୍ଲକ ଡେଙ୍ଗ ଗ୍ରା.ପ.ରୁ ୨ ଜଣ ଏବଂ ଟିଟିଲାଗଡ ବ୍ଲକ ଯଗୁଆ ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

five × three =