ବଲାଙ୍ଗିର ଜିଲ୍ଲାରେ କୋଭିଡ଼ ସଂକ୍ରମଣ : ୪ ନୂଆ ଆକ୍ରାନ୍ତ ଚିହ୍ନଟ

ବଲଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ସୂଚନା ଅନୁସାରେ ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୫ ଓ ୧୫ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୫ରୁ ଜଣେ ଓ ଟିଟିଲାଗଡ଼ ବ୍ଲକ ବାନ୍ଧୁପଲା ଗ୍ରା.ପ.ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.