oom

ଗତ ୨୪ ଘଂଟାରେ ରାଜ୍ୟରେ ୯୧୧ନୂଆ ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୯୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୯୪୯୭କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୮୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୩, ବାଲେଶ୍ୱର ଜିଲ୍ଲାରୁ ୫୧, ବରଗଡ଼ ଜିଲ୍ଲାରୁ ୭, ଭଦ୍ରକ ଜିଲ୍ଲାରୁ ୧୨, ବଲାଙ୍ଗିର ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୮୮, ଦେଓଗଡ଼ ଜିଲ୍ଲାରୁ ୧୦, ଢେଙ୍କାନାଳ ଜିଲ୍ଲାରୁ ୧୬, ଗଜପତି ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪, ଯାଜପୁର ଜିଲ୍ଲାରୁ ୪୯, ଝାରସୁଗୁଡ଼ା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୭, କନ୍ଧମାଳ ଜିଲ୍ଲାରୁ ୪, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧, କେନ୍ଦୁଝର ଜିଲ୍ଲାରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୩୫୨, କୋରାପୁଟ ଜିଲ୍ଲାରୁ ୬, ମାଲକାନଗିରି ଜିଲ୍ଲାରୁ ୭, ମୟୁରଭଞ୍ଜ ଜିଲ୍ଲାରୁ ୩୮, ନୟାଗଡ଼ ଜିଲ୍ଲାରୁ ୧୯, ପୁରୀ ଜିଲ୍ଲାରୁ ୩୦, ରାୟଗଡ଼ା ଜିଲ୍ଲାରୁ ୭, ସମ୍ବଲପୁର ଜିଲ୍ଲାରୁ ୧୩, ସୋନପୁର ଜିଲ୍ଲାରୁ ୩, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଓ ଷ୍ଟେଟ ପୁଲ୍‌ରୁ ୭୯ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.