
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧୧ରୁ ୨ ଏବଂ ୧୫ରୁ ଜଣେ ସଂକ୍ରମିତ ହୋଇଥିବା ବେଳେ ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୧ରୁ ଜଣେ ଆକ୍ରାନ୍ତ ହୋଇଥିବା ସୂଚନାରେ କୁହାଯାଇଛି ।