pakka

ବଲାଙ୍ଗିର ଜିଲ୍ଲାରେ ଆଜି ନୂତନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଟିଟିଲାଗଡ଼ ବ୍ଲକ ମନିଗାଁ ଓ ବାନ୍ଧୁପଲା ଗ୍ରା.ପ.ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଟିଟିଲାଗଡ଼ ପୌରାଞ୍ଚଳ ୱାର୍ଡ ନଂ.୧୫ରୁ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ରିପୋର୍ଟରେ କୁହାଯାଇଛି ।

Leave A Reply

Your email address will not be published.

20 − five =