pakka

ଗତ ୨୪ ଘଂଟାରେ ୬୯୫ ନୂଆ ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୯୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୩ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୭୬ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୬, ବାଲେଶ୍ୱରରୁ ୩୦, ଭଦ୍ରକରୁ ୧୩, କଟକରୁ ୯୦, ଦେବଗଡରୁ ୧, ଢେଙ୍କାନାଳରୁ ୪, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨୫, ଯାଜପୁରରୁ ୩୯, ଝାରସୁଗୁଡାରୁ ୬, କଳାହଣ୍ଡିରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୮, କେଉଁଝରରୁ ୧, ଖୋର୍ଦ୍ଧାରୁ ୩୨୩, ମାଲକାନଗିରରୁ ୪, ମୟୁରଭଂଜରୁ ୧୮, ନବରଙ୍ଗପୁରରୁ୧, ନୟାଗଡରୁ ୩, ପୁରୀରୁ ୧୮, ରାୟଗଡାରୁ ୭, ସମ୍ବଲପୁରରୁ ୮, ସୋନପୁରରୁ ୨, ସୁନ୍ଦରଗଡରୁ ୫ ଓ ଷ୍ଟେଟ ପୁଲ୍‌ରୁ ୭୬ ଚିହ୍ନଟ ହୋଇଛନ୍ତି ।

jay balangir
Leave A Reply

Your email address will not be published.

ten + eight =