ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୯ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ପାଟଣାଗଡ ମୁଣ୍ଡୋମହୁଲ ବ୍ଲକରୁ ଜଣେ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି ।

Leave A Reply

Your email address will not be published.