jsm

ଗତ ୨୪ ଘଂଟାରେ ୫୪୫ ନୂଆ ଆକ୍ରାନ୍ତ ଚିହ୍ନଟ

csstore

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୭୪ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୮୭ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୨୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୭, ବାଲେଶ୍ୱରରୁ ୪୭, ବରଗଡ଼ରୁ ୧, ଭଦ୍ରକରୁ ୧୦, ବଲାଙ୍ଗିରରୁ ୨, କଟକରୁ ୭୩, ଦେବଗଡରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୩୭, ଯାଜପୁରରୁ ୨୦, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳ ୧, କେନ୍ଦ୍ରାପଡାରୁ ୧୦, କେଉଁଝରରୁ ୩, ଖୋର୍ଦ୍ଧାରୁ ୨୧୮, କୋରାପୁଟରୁ ୨, ମୟୁରଭଂଜରୁ ୧୪, ନବରଙ୍ଗପୁରରୁ ୩, ପୁରୀରୁ ୬, ରାୟଗଡାରୁ ୩, ସମ୍ବଲପୁରରୁ ୩, ସୋନପୁରରୁ ୨, ସୁନ୍ଦରଗଡରୁ ୧୧ ଓ ଷ୍ଟେଟ ପୁଲ୍‌ରୁ ୫୦ ଚିହ୍ନଟ ହୋଇଛନ୍ତି ।

yuvodaya
Leave A Reply

Your email address will not be published.