pakka

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

3 × 2 =