pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ. ୨୦ରୁ ଜଣେ, ଲୋଇସିଂହା ବ୍ଲକ କୁଶମେଲ ଗ୍ରା.ପ.ରୁ ଜଣେ, ପୁଇଁନ୍ତଲା ବ୍ଲକ ମହିମୁଣ୍ଡା ଗ୍ରା.ପ.ରୁ ଜଣେ, ଖପ୍ରାଖୋଲ ବ୍ଲକ ଦମେଇପାଲି ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

1 × 5 =