ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ବରଗଡ଼, ଝାରସୁଗୁଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

15 − six =

error: Content is protected !!