ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଓଡିଶା By Koshala Prabaha On Saturday 23rd October 2021, 7:16 pm Share ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ମୁରିବାହାଲ ବ୍ଲକ ସିରୋଲ ଗ୍ରା.ପ.ରୁ ଓ ପୁଇଁନ୍ତଲା ବ୍ଲକ ଅଟାଗାଁ ଗ୍ରା.ପରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । balangir newsଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨