ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ନଅଗାଁ-ଖ ଗ୍ରା.ପ.ରୁ ଜଣେ, ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୮ରୁ ଜଣେ, ୱାର୍ଡ ନଂ ୧୦ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ପାଟଣାଗଡ ବ୍ଲକ ଭଇଁଷା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

sixteen + nineteen =