ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨ରୁ ଜଣେ, ଦେଓଗାଁ ବ୍ଲକ ଦେଓଗାଁ ଗ୍ରା.ପ.ରୁ ଜଣେ ଓ ଜରାସିଂହା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

1 × three =