ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୧ବୃଦ୍ଧି ପାଇଛି । ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଲା ଘାତକ କରୋନା । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

nine + two =

error: Content is protected !!