pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୨ ଓ ୧ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

4 × 5 =