pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୨ ଓ ୨୦ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗ୍ରା.ପ.ରୁ ଜଣେ ଓ ପୁଇଁନ୍ତଲା ବ୍ଲକ ବୁବେଲ ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

twenty − 12 =