ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୩କୁ ବୃଦ୍ଧି ପାଇଛି । ମୃତକ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.