ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୪ବୃଦ୍ଧି ପାଇଛି । ମୃତକ ଭଦ୍ରକ ଜିଲ୍ଲାର ହୋଇଥିବା ଜଣାପଡିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.