ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୯ ବୃଦ୍ଧି ପାଇଛି । ଭୁବନେଶ୍ଵର ଓ କେନ୍ଦୁଝର ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

three × 1 =