
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୧ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।
Recover your password.
A password will be e-mailed to you.