pakka

ବଲାଙ୍ଗିର ଜିଲ୍ଲାରେ ଉପର ମୁହାଁ କରୋନା ସଂକ୍ରମଣ : ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୧୭, ୧୮,୨୦, ୪, ୭ରୁ ଜଣେ ଲେଖାଏଁ, ୱାର୍ଡ ନମ୍ବର ୧୯ରୁ ୨ ଜଣ, ୱାର୍ଡ ନମ୍ବର ୬ରୁ ୪ଜଣ, ଟିଟିଲାଗଡ ବ୍ଲକ ଲୁଥୁରବନ୍ଧ ଗ୍ରା.ପ.ରୁ ଜଣେ ଓ ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୭ରୁ ୨ ଜଣ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

16 − 1 =