pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

bbehera

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୮କୁ ବୃଦ୍ଧି ପାଇଛି । ମୃତ ଖୋର୍ଦ୍ଧା ଜିଲ୍ଲାରୁ ୭୮ ବର୍ଷୀୟ ମହିଳା ଆକ୍ରାନ୍ତ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

jay balangir
Leave A Reply

Your email address will not be published.

twelve − 10 =

error: Content is protected !!