ସାବଧାନ : ବଲାଙ୍ଗିର ଜିଲ୍ଲାରେ ଗତ ୨୪ ଘଂଟାରେ ୩୧୨ ସଂକ୍ରମିତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଗତ ୨୪ ଘଂଟାରେ ୩୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସରକାରୀ ରିପୋର୍ଟରୁ ଜଣାପଡ଼ିଛି । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ୧୧ ହଜାର ୧୭୭ ଜଣଙ୍କୁ ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ କରୋନା ଛୁଇଁଛି । ଏଭଳି ସଂକ୍ରାମକ ସ୍ଥିତିରେ ବଲାଙ୍ଗିର ଜିଲ୍ଲାରେ ସଚେତନତା ସୃଷ୍ଟି କରିବା ସହ ଲୋକଙ୍କୁ ସତର୍କ ରହିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.