pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

thirteen − ten =