oum

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

jsm

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକରୁ ଦୁଇ ଜଣ, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.