pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

bbehera

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

jay balangir
Leave A Reply

Your email address will not be published.

one × two =

error: Content is protected !!