pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ବ୍ଲକରୁ ୧ ଜଣ, ବଙ୍ଗୋମୁଣ୍ଡା ବ୍ଲକରୁ ୨ ଜଣେ, କଣ୍ଟାବାଞ୍ଜି ଏନଏସିରୁ ୨ ଜଣ ମୁରିବାହାଲ ବ୍ଲକରୁ ୨ ଜଣ, ଟିଟିଲାଗଡ ବ୍ଲକରୁ ୩ ଜଣ ଚିହ୍ନଟ ହୋଇଥିବା ସୂଚନା ରହିଛି ।

jay balangir
Leave A Reply

Your email address will not be published.

eighteen − seventeen =