ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୪୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ସୋନପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.