om academy

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା

jsm

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୁଳ, ବାଲେଶ୍ବର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

error: Content is protected !!