pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୧ରୁ ଜଣେ, ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ଓ ସାରସମାଳ ଗ୍ରା.ପ.ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଖପ୍ରାଖୋଲ ବ୍ଲକ ମାଲପଡା ଗ୍ରା.ପ.ରୁ ଜଣେ, ପାଟଣାଗଡ ବ୍ଲକ ପାଣ୍ଡମୁଣ୍ଡା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

eighteen − 4 =