centurian jitm

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

nschool

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୩୬କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ, ବାଲେଶ୍ୱରରୁ ୨ ଜଣ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.