oum

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା

jsm

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.