ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୧କୁ ବୃଦ୍ଧି ପାଇଛି । କନ୍ଧମାଳ ଜିଲ୍ଲା ୩ ଜଣ ଆକ୍ରାନ୍ତ ଜୀବନ ନେଇଛି ଘାତକ କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post