ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଓଡିଶା By Koshala Prabaha On Monday 7th March 2022, 6:19 pm Share ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ସଇଁତଲା ବ୍ଲକ ଆମପାଲି ଗ୍ରା.ପ.ରୁ ଜଣେ ଓ ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୩ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । balangir news