oom

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଖପ୍ରାଖୋଲ ବ୍ଲକ ମାଲପଡା ଗ୍ରା.ପ. ଓ ଲାଠୋର ଗ୍ରା.ପ.ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ଜଣାପଡିଛି ।

jittmm
Leave A Reply

Your email address will not be published.