pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବେଲପଡା ବ୍ଲକ ଯୁବା ଗ୍ରା.ପ.ରୁ ଜଣେ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୪ରୁ ଜଣେ, ପାଟଣାଗଡ ବ୍ଲକ ୱାର୍ଡ ନଂ ୨୧ରୁ ଜଣେ ଓ ସଇଁତଲା ବ୍ଲକ କରମତଲା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

15 − 11 =