ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୮କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲା ବୋଲି ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.