oom

ରାଜ୍ୟରେ ଗତ ୩୭ ଘଂଟା ମଧ୍ୟରେ ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୨, ବଲାଙ୍ଗିରରୁ ୧, କଟକରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୬, ଗଞ୍ଜାମରୁ ୧, ଯାଜପୁରରୁ ୨, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୩, ଖୋର୍ଦ୍ଧାରୁ ୩, କୋରାପୁଟରୁ ୪, ମୟୁରଭଞ୍ଜରୁ ୨, ପୁରୀରୁ ୧, ସୁନ୍ଦରଗଡରୁ ୭, ଷ୍ଟେଟ ପୋଲରୁ ୧ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.