ଆଜି ସାରା ରାଜ୍ୟରେ କେବଳ ଜଣେ ମାତ୍ର କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ସାରା ରାଜ୍ୟରେ କେବଳ ଜଣେ ମାତ୍ର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସୂଚନା ଅନୁସାରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୫ ରହିଥିବା ବେଳେ ଆଞ୍ଚଳିକ ସଂକ୍ରମଣରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲା ମଧ୍ୟରେ ସମ୍ବଲପୁରରୁ ଜଣେ ମାତ୍ର କରୋନା ସଂକ୍ରମଣ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.