pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ କଟକରୁ ୧, କେନ୍ଦ୍ରାପଡାରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

eighteen − 4 =