pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଖୋର୍ଦ୍ଧା ୫, କୋରାପୁଟରୁ ୧, ସୁନ୍ଦରଗଡରୁ ୧, ଷ୍ଟେଟ୍‌ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି ।

jay balangir
Leave A Reply

Your email address will not be published.

1 × 3 =

error: Content is protected !!