pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ କଳାହାଣ୍ଡିରୁ ୧, ଖୋର୍ଦ୍ଧା ୩, ସମ୍ବଲପୁରରୁ ୨, ଷ୍ଟେଟ୍‌ପୁଲରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।

jay balangir
Leave A Reply

Your email address will not be published.

17 − three =

error: Content is protected !!