pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୨ ଜଣ ରହିଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୨, କଟକ ୫, ଦେଓଗଡରୁ ୧, ଗଞ୍ଜାମରୁ ୨, ଖୋର୍ଦ୍ଧାରୁ ୬, ନୟାଗଡରୁ ୧, ସୁନ୍ଦରଗଡରୁ ୧, ଷ୍ଟେଟପୁଲରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

14 + five =