ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଳପୁର ବ୍ଲକ ବଡଟିକା ଗ୍ରା.ପ.ରୁ ୧ ଜଣ, ବଲାଙ୍ଗିର ବ୍ଲକ ମନଦୀରା ଗ୍ରା.ପ.ରୁ ୧ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨ରୁ ୧ ଜଣ, ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗ୍ରା.ପ.ରୁ ୧ ଜଣ, ଦେଓଗାଁ ବ୍ଲକ ଗାଈବାହାଲ ବ୍ଲକରୁ ୧ ଜଣ, ଖପ୍ରାଖୋଲ ବ୍ଲକ ଖପ୍ରାଖୋଲ ଗ୍ରା.ପ.ରୁ ୧ ଜଣ, ଲୋଇସିଂହା ବ୍ଲକ ଲୋଇସିଂହା ଗ୍ରା.ପ.ରୁ ୩ ଜଣ, ଟିଟିଲାଗଡ ବ୍ଲକ କୁରସୁଡ ଗ୍ରା.ପ.ରୁ ୧ ଜଣ, ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୯ରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.